ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍ ଏଡ୍ ବୃଦ୍ଧି, ଉପକୃତ ହେବେ 15771 ଶିକ୍ଷକ ଓ କର୍ମଚାରୀ

ଭୁବନେଶ୍ୱର : ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ ଇନ୍ ଏଡ୍ ବୃଦ୍ଧିକୁ ନେଇ ପ୍ରସ୍ତାବକୁ ଅନୁମୋଦନ କରିଛି ରାଜ୍ୟ କ୍ୟାବିନେଟ୍ । ଏହା ପିଛିଲା ଭାବେ 2022 ଜାନୁଆରୀ 1 ତାରିଖରୁ ଲାଗୁହେବ । ଶନିବାର ଅନୁଷ୍ଠିତ ରାଜ୍ୟ ସରକାରଙ୍କ କ୍ୟାବିନେଟ ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି । ଏହା ସହିତ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia