ଭୁବନେଶ୍ୱର: ଭୁବନେଶ୍ୱରରୁ ରାଜସ୍ଥାନର ଜୟପୁରକୁ ଆଜିଠାରୁ ଆରମ୍ଭ ହେଉଛି ବିମାନ ସେବା। ଆଜି ଭର୍ଚୁଆଲ ମୋଡ଼ରେ ଏହାର ଉଦଘାଟନ କରାଯାଇଥିଲା। ଏଥିପାଇଁ ପୂର୍ବରୁ ସେପ୍ଟେମ୍ବର ୧୭ରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଚିଠି ଲେଖିଥିଲେ। ନଭେମ୍ବର ୨ରୁ ଭୁବନେଶ୍ୱର-ଜୟପୁର ସିଧାସଳଖ ବିମାନ ଚଳାଚଳ ଆରମ୍ଭ ହେବ
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ