ଆଜି ଅପରାହ୍ନରେ ମୁମ୍ବାଇ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦେଶର ବାଣିଜ୍ୟିକ ରାଜଧାନୀ ମୁମ୍ବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜିଠୁ ତିନି ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ମୁମ୍ବାଇର ଟ୍ରାଇଡେଣ୍ଟ ହୋଟଲରେ ଅନୁଷ୍ଠିତ ହେବାକୁ ଥିବା ନିବେଶକ ସମ୍ମିଳନୀରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଆଜି ଅପରାହ୍ନରେ ମୁମ୍ବାଇ ଗସ୍ତ କରିବେ । ଆସନ୍ତାକାଲି ମୁମ୍ବାଇରେ ଓଡ଼ିଶା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia