ଭବୁନେଶ୍ୱର: ଆଜି ବିଜେଡିର ୨୫ ତମ ପ୍ରତିଷ୍ଠା ଦିବସ । ବିଜେଡି କାର୍ଯ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରତିଷ୍ଠା ଦିବସ ପାଳନ କରାଯିବ । ଏହା ସହ ବ୍ଲକ ଓ ସହରାଞ୍ଚଳରେ ମଧ୍ୟ ପ୍ରତିଷ୍ଠା ଦିବସ ପାଳିତ ହେବ । କାର୍ଯ୍ୟକ୍ରମରେ ଦଳର ସମସ୍ତ ନିର୍ବାଚିତ ପ୍ରତିନିଧି, ଯୁବ, ଛାତ୍ର, ମହିଳା, ବରିଷ୍ଠ ସଦସ୍ୟ ଓ କର୍ମକର୍ତା ଯୋଗଦେବେ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ଆଫଗାନିସ୍ତାନ ବିପକ୍ଷ ପାଇଁ ଭାରତୀୟ ଟିମ୍ ଘୋଷଣା; ଜାଣନ୍ତୁ ବିରାଟ-ରୋହିତ ଖେଳିବେ କି ନାହିଁ
ପୂର୍ବାଞ୍ଚଳ କୃଷି ସମ୍ମିଳନୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଆଜିଠୁ ଆହୁରି ବଢ଼ିବ ତାତି, ସାରା ରାଜ୍ୟକୁ ଆଲର୍ଟ ଜାରି