ଆଜି ରାଜ୍ୟରେ ୧୦୨୦ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ଉପରକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୯୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୨୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia