ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଫୋକସରେ ପଶ୍ଚିମ ଓଡିଶାର ବିକାଶ । ସୁନ୍ଦରଗଡ ପରେ ଆସନ୍ତା ୨୨ ତାରିଖରେ ବଲାଙ୍ଗିର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଲାଙ୍ଗିର, ଟିଟିଲାଗଡ ଓ ପାଟଣାଗଡ ଯିବେ ମୁଖ୍ୟମନ୍ତ୍ରୀ । ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍ଥ କାର୍ଡ ବଂଟନର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ