ଭୁବନେଶ୍ୱର: ରାଜ୍ୟରେ ପୁଣି ବର୍ଷାର ପରିମାଣ ବୃଦ୍ଧି ପାଇଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଝାଡ଼ଖଣ୍ଡ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଘୂର୍ଣ୍ଣିବଳୟ ମଧ୍ୟ ସକ୍ରିୟ ଅଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ