ଉତ୍ତରପ୍ରଗଦେଶ ନିର୍ବାଚନ 2022 : ସାମ୍ଭାବ୍ୟ ପ୍ରାର୍ଥୀଙ୍କ ନାମ ଉପରେ ଆଲୋଚନା ପାଇଁ କଂଗ୍ରେସର ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ : 2022 ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ସମ୍ଭାବ୍ୟ ପ୍ରାର୍ଥୀଙ୍କ ନାମ ଉପରେ ଆଲୋଚନା ପାଇଁ କଂଗ୍ରେସ ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି (ସିଇସି) ଶନିବାର ଦିନ ବୈଠକ କରିବାର ସମ୍ଭାବନା ରହିଛି । ନୂଆଦିଲ୍ଲୀରେ ଦଳର ସଭାପତି ସୋନିଆ ଗାନ୍ଧୀଙ୍କ ବାସଭବନରେ ଏହି ବୈଠକ ଅନୁଷ୍ଠିତ ହେବ । ଏହି ବୈଠକ ଅପରାହ୍ନ 5

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia