କଟକ: ଚଳିତବର୍ଷ ହେବ କଟକ ଐତିହାସିକ ବାଲିଯାତ୍ରା। ଏ ନେଇ ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ। କୋଭିଡ୍ ପାଇଁ ଦୁଇ ବର୍ଷ ଧରି ବନ୍ଦ ଥିବା କଟକର ବିଶ୍ୱ ପ୍ରସିଦ୍ଧ ବାଲିଯାତ୍ରା ପାଇଁ ଅନୁମତି ମିଳିଛି । କୋଭିଡ୍ ପାଇଁ ୨ ବର୍ଷ ଧରି ବାଲିଯାତ୍ରା ବନ୍ଦ ରହିଥିଲା ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ