ପୁରୀ: ସ୍ଥାନୀୟ ଏମାର ମଠ ପରିସରରୁ ବାହାରିଲା ପୁରାତନ ସିଂହ ମୂର୍ତ୍ତି । ଖନନ ବେଳେ ପୁରାତନ ସିଂହ ମୂର୍ତ୍ତି ଭାଙ୍ଗିଯାଇଥିବା ଅଭିଯୋଗ ହୋଇଛି । ଜିପିଆରଏସ ହୋଇନଥିବାରୁ ଏପରି ଘଟିଥିବା କୁହାଯାଉଛି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ବିବାଦ ପରେ ଏବେ ପୁରାତନ ସିଂହ ମୂର୍ତ୍ତି ମିଳିବା ପୁଣି ଏକ ବିବାଦ ସୃଷ୍ଟି କରିଛି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ