ଆସନ୍ତା ୧୧ ତାରିଖରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ଶ୍ରୀଲଙ୍କା ନିକଟସ୍ଥ ଗଲ୍ଫ ଅଫ ମନାର ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଘନୀଭୂତ ହୋଇ ଲଘୁଚାପ ରୂପ ନେବ। ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ଏହି ଆକଳନ କରିଛି।Odisha braces for severe cyclone! Low pressure likely on 11th, picture to become clear by 13th
ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! ୧୧ରେ ଲଘୁଚାପ ସମ୍ଭାବନା, ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ