ଓଡିଶା ଆଦର୍ଶ ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶା ଆଦର୍ଶ ବିଦ୍ୟାଳୟର ଦ୍ବାଦଶ, ଦଶମ ତଥା ଜେଇଇ ମେନ ପରୀକ୍ଷାର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟରଠାରେ ଅନୁଷ୍ଟିତ ସ୍ବତନ୍ତ୍ର ଉତ୍ସବରେ ସମ୍ବର୍ଦ୍ଧିତ କରିଥିଲେ । ଓଡିଶାର ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ରାଜ୍ୟର ପ୍ରତି ବ୍ଲକ୍‌ରେ ତଥା ଭୁବନେଶ୍ବରରେ ଗୋଟିଏ Iconic ଆଦର୍ଶ ସ୍କୁଲ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia