ଭୁବନେଶ୍ବର: ରାଜ୍ୟରେ ପନିପରିବା, ଫଳମୂଳର ଉତ୍ପାଦନ, ସଂରକ୍ଷଣ ଏବଂ ବଜାର ବ୍ୟବସ୍ଥାକୁ ନେଇ ଆଜି ଗୃହରେ ଆଲୋଚନା ହୋଇଛି । ୨୦୨୦-୨୧ରେ ଉଦ୍ୟାନ କୃଷିରେ ଉତ୍ପାଦନ ନେଇ କଂଗ୍ରେସ ବିଧାୟକ ସୁରେଶ ରାଉତରାୟଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ । କନ୍ଦମୂଳ ଉତ୍ପାଦନରେ ଓଡିଶା ଏକ ନମ୍ବର ସ୍ଥାନରେ ରହିଛି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ