ଗତ ୨୪ ଘଣ୍ଟାରେ ୯୫ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ଏବେ କ୍ରମାଗତ ଶହେ ତଳେ ରହୁଛି। ଗତକାଲି ୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ରହିଛି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୧୦ ଜଣ। ସଂଗରୋଧ କେନ୍ଦ୍ରରୁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia