ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଆଜି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲିଟିଛି ସୋନପୁର । ସେହିପରି ଅଧିକାଂଶ ପ୍ରମୁଖ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ ହେଉଛି। ୪୪ ଡିଗ୍ରୀ ଉପରେ ୪ ସହରର ତାପମାତ୍ରା ରହିଛି । ସୋନପୁରରେ ସର୍ବାଧିକ ୪୪.୫ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଛି।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ