ଟ୍ରେନ ଧକ୍କାରେ ୨ ମାଈହାତୀ ମୃତ

Two Elephants Die After: ଟ୍ରେନ ଧକ୍କାରେ ଦୁଇ ହାତୀ ମୃତ । କେନ୍ଦୁଝର ଆନନ୍ଦପୁର ସ୍ଥିତ ଦୈତାରୀ ରେଞ୍ଜ ଆମ୍ବଧରା ନିକଟରେ ହାତୀପଲ ରେଳ ଲାଇନ୍ ପାରି ହେଉଥିଲେ । ଏହି ସମୟରେ ମାଲବାହୀ ଟ୍ରେନ ଧକ୍କା ଦେବାରୁ ୨ ହାତୀର ମୃତ୍ୟୁ ଘଟିଛି । ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି ।