ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ଆସିଲା ଚିହ୍ନ । ୱାର୍ଡମେମ୍ବର, ସରପଞ୍ଚ ଓ ସମିତିସଭ୍ୟଙ୍କ ପାଇଁ ଜାରି ହୋଇଛି ଚିହ୍ନ । ୱାର୍ଡ ମେମ୍ବରଙ୍କ ପାଇଁ ୧୫ଟି, ସରପଞ୍ଚଙ୍କ ପାଇଁ ୩୨ଟି ଓ ସମିତି ସଭ୍ୟ ପାଇଁ ୧୯ଟି ଚିହ୍ନ ରହିଛି । ସେହିପରି ସ୍ୱାଧୀନ ଜିଲ୍ଲା ପରିଷଦ ପାଇଁ ୧୯ଟି ଚିହ୍ନ ରହିଛି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ବଢ଼ିଲା ଘରୋଇ ବସ ଭଡ଼ା, କିଲୋମିଟର ପିଛା ୨ ପଇସା ବୃଦ୍ଧି
ସୁପ୍ରିମକୋର୍ଟରେ ସପ୍ତାହକୁ ହେବ ଦୁଇ ଦିନ ଭର୍ଚୁଆଲ ଶୁଣାଣି, ଇନ୍ଧନ ବଞ୍ଚେଇବା ପାଇଁ ବଡ଼ ନିଷ୍ପତ୍ତି
ବୈଜ୍ଞାନିକଙ୍କ ବଡ ଚେତାବନୀ, ଭାରତରେ ପଡ଼ିବ ପ୍ରଚଣ୍ଡ ମରୁଡ଼ି