ପୁରୀ: ଓଡିଶା ଗସ୍ତରେ ଅଛନ୍ତି ସୁପ୍ରିମ କୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍ ୟୁୟୁ ଲଲିତ। ଆଜି ପୁରୀ ଗସ୍ତ କରି ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଥିଲେ। ଶନିବାର କଟକରେ ଥିବା ନ୍ୟାସନାଲ ଲ ୟୁନିଭରସିଟିର ନବମ ସମାବର୍ତ୍ତନ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ପରେ ପୁରୀ ଗସ୍ତ କରିଥିବା ଜଣାପଡ଼ିଛି। {image-screenshot2022-09-17203102-1663427664.jpg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ