ବଦଳିଲେ ଆଇଆଇସି, ୪ ପୁଲିସ୍‌ ସସ୍‌ପେଣ୍ଡ୍‌

ଭୁବନେଶ୍ବର ବାଲିଅନ୍ତା ଅଞ୍ଚଳରେ ଉତ୍ତ୍ୟକ୍ତ ଲୋକେ କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ମାରିଦେବା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ସରକାର ଏହି ଘଟଣାରେ ୪ଜଣ ପୁଲିସ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି। IIC changed, 4 policemen suspended