ଭୁବନେଶ୍ୱର: ଓଡିଶାରେ ବିଧାନ ପରିଷଦ ଗଠନକୁ ନେଇ କେନ୍ଦ୍ର ମନ୍ତ୍ରୀଙ୍କ ଉତର ପରେ ପ୍ରତିକ୍ରିୟା ରଖିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ସେ କହିଛନ୍ତି ବିଧାନସଭାରେ ସଂକଳ୍ପ ପାରିତ ହେବା ପରେ ୧୮ ସେପ୍ଟେମ୍ବର ୨୦୧୮ରେ କେନ୍ଦ୍ର ନିକଟକୁ ପ୍ରସ୍ତାବ ପଠାଯାଇଛି । ସେକ୍ରେଟାରୀ ରାଜ୍ୟସଭା ଓ ସେକ୍ରେଟାରୀ ଲୋକସଭାକୁ ପ୍ରସ୍ତାବ ପଠାଯାଇଥିଲା । {image-enfyz8nxyaelqzq-1629452992.jpg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ