ଭାରତରେ ମାର୍କୋ ରୁବିଓ, ପ୍ରଧାନମନ୍ତ୍ରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ପ୍ରଯୁକ୍ତିବିଦ୍ୟା ପ୍ରସଙ୍ଗରେ କରିବେ ଆଲୋଚନା

ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ଚାରି ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ସେ ଆଜି ସକାଳେ କୋଲକାତାରେ ପହଞ୍ଚିଛନ୍ତି। ଏହା ତାଙ୍କର ପ୍ରଥମ ଭାରତ ଗସ୍ତ। ଭାରତ-ଆମେରିକା ସମ୍ପର୍କ ପାଇଁ ଏହି ଗସ୍ତକୁ ବହୁତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। କୋଲକାତାMarco Rubio in India to discuss important technology issues with PM