ମଳଦ୍ବାର ପଟେ ଜବରଦସ୍ତି ଭର୍ତ୍ତି କରାଇ ଦେଲେ ଷ୍ଟିଲ ଗ୍ଲାସ

ଗଞ୍ଜାମ: ଅସହ୍ୟ ଯନ୍ତ୍ରଣାରେ ଛଟପଟ ହେବାରୁ ଡାକ୍ତରଙ୍କ ପାଖକୁ ଯାଇ ଅପରେସନ ହେଲେ। ଅପରେସନ ପରେ ପେଟ ଭିତରୁ ବାହାରିଲା ଷ୍ଟିଲ ଗ୍ଲାସ୍ । ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ ବାଲିପଦର ଅଞ୍ଚଳର ଜଣେ ବ୍ୟକ୍ତିଙ୍କ କ୍ଷେତ୍ରରେ ଘଟିଛି ଏଭଳି ଘଟଣା । ପେଟରେ ଭୀଷଣ ଯନ୍ତ୍ରଣା ପରେ ବ୍ରହ୍ମପୁର ଏମକେସିଜିରେ ଅସ୍ତ୍ରୋପଚାର କରାଯାଇ ତାଙ୍କ ପେଟ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia