ମୁଣ୍ଡଳୀରେ ଓଡ୍ରାଫ ବୋଟ୍ ଦୁର୍ଘଟଣାରେ ଓଟିଭି ସାମ୍ବାଦିକ ଅରିନ୍ଦମ ଦାସଙ୍କ ଦେହାନ୍ତ

କଟକ: ଓଟିଭିର ରିପୋର୍ଟର ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ ଘଟିଛି । ଓଡ୍ରାଫ୍ ଟିମ୍ ବୋଟ ଦୁର୍ଘଟଣାରେ ତାଙ୍କର ପରଲୋକ ହୋଇଛି । ଏନେଇ ଏସସିବି ମୁଖ୍ୟ ଚିକିତ୍ସାଧିକାରୀ ସୂଚନା ଦେଇଛନ୍ତି । ମୁଣ୍ଡଳି ବ୍ୟାରେଜ୍ ନିକଟରେ ଫସି ରହିଥିବା ଦନ୍ତା ହାତୀକୁ ଉଦ୍ଧାର କରିବାକୁ ଯାଇଥିବା ଓଡ୍ରାଫ ଟିମର ବୋଟରେ ଥିଲେ ଅରିନ୍ଦମ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia