ନୂଆଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି । ଆସନ୍ତା ଜୁନ୍ ମାସରେ ରାଜ୍ୟରେ ବିଜେପି ସରକାରଙ୍କ ଦ୍ୱିତୀୟ ବର୍ଷ ପୂର୍ତ୍ତି ଉତ୍ସବରେ ସାମିଲ ହେବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ PM to attend Mohan government’s anniversary celebrations, invites Modi to visit Odisha
ମୋହନ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବରେ ସାମିଲ ହେବେ ପ୍ରଧାନମନ୍ତ୍ରୀ, ଓଡ଼ିଶା ଆସିବାକୁ ମୋଦିଙ୍କୁ ନିମନ୍ତ୍ରଣ


More Stories
ଆୟୁଷ୍ମାନ କାର୍ଡଧାରୀଙ୍କ ପାଇଁ ଖୁସି ଖବର : ଆଡମିଟ୍ ହେବାର ୩ଦିନ ଆଗରୁ କରାଯାଇଥିବା ଟେଷ୍ଟ ପ୍ୟାକେଜରେ ଅନ୍ତର୍ଭୁକ୍ତ ହେବ
୫ ଦିନରେ କେରଳମ୍ ଛୁଇଁବ ମୌସୁମି
ଇରାନ ପ୍ରସଙ୍ଗରେ ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ହଟିଲା ଆମେରିକାର ନୌସେନା ବ୍ଲକେଡ୍