ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ। ଜୁଲାଇ ୮ରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ପ୍ରଥମ ପଯ୍ୟାୟରେ ଚୟନ ଛାତ୍ରୀଛାତ୍ର ଜୁଲାଇApplications for registration for the second semester will start from today.