ପୁରୀ: ପାଖେଇ ଆସୁଛି ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଏଥିପାଇଁ ଚଳଚଞ୍ଚଳ ରଥଖଳା । ସୁରୁଖୁରୁରେ ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ । ପରମ୍ପରା ଅନୁଯାୟୀ ଶୀତଳ ଷଷ୍ଠୀ ଅବସରରେ ସମସ୍ତ ଚକ ଓ ଅଖ ସଂଯୋଗ କରାଯାଇଛି । ପରମ୍ପରା ଅନୁଯାୟୀ ଆଜି ଶୀତଳଷଷ୍ଠୀରେ ଅନୁଷ୍ଠିତ ହୋଇଛି ଚକଡେରା ନୀତି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ