ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ଗଡିଲା ଇ-ବସ ଓ ଇ-ରିକ୍ସା । ବ୍ୟାଟେରୀ ଚାଳିତ ମୋ ବସ ଏବଂ ଅଟୋ ରିକ୍ସାକୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏୟାରପୋର୍ଟ ରୋଡର ନବୀନ ନିବାସ ସାମ୍ନାରେ ଉଭୟ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ବାୟୁପ୍ରଦୂଷଣ ଏବଂ ଶବ୍ଦ ପ୍ରଦୂଷଣ ମୁକ୍ତ ହୋଇପାରିବ । {image-ebusanderickshaw-1659102091.jpg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ