ରାଜଧାନୀ ଘର ମାଲିକମାନେ ହୋଇ ଯାଆନ୍ତୁ ସାବଧାନ, ରହିବା ଘରେ ବ୍ୟବସାୟ କରୁଥିଲେ ହେବ କଡା କାର୍ଯ୍ୟାନୁଷ୍ଠାନ

BMC Requested to Pay Holding Tax and Trade License: ରାଜଧାନୀର ଘର ମାଲିକ ସାବଧାନ୍ ! ବାସସ୍ଥାନ ଉଦ୍ଦେଶ୍ୟରେ ଘର କରି ତାକୁ ବ୍ୟବସାୟିକ ଉଦ୍ଦେଶ୍ୟରେ ବ୍ୟବହାର କଲେ ଘର ମାଲିକ ଗଣିବେ ତଣ୍ଡ । ସହରିଆଙ୍କୁ ତାଗିଦ୍ କରିବା ପାଇଁ ବିଏମସି ଅଭଳି କଡା ଆଭିମୁଖ୍ୟ ଗ୍ରହଣ କରିଛି ।