ରାଜ୍ଯକୁ ଆସିଲା ୪୮ ହଜାର କୋଟିର ପୁଞ୍ଜି, ଗୁଜରାଟ ଗସ୍ତ ସାରି ଫେରିବା ପରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ

ରାଜ୍ଯକୁ ଆସିଲା ୪୮ ହଜାର କୋଟିର ପୁଞ୍ଜି । ମୁଖ୍ଯମନ୍ତ୍ରୀଙ୍କ ଗୁଜରାଟ ଗସ୍ତ ବେଳେ ଓଡ଼ିଶାକୁ ୪୮ହଜାର ୩୩୦ କୋଟିର ପୁଞ୍ଜିନିବେଶ ପ୍ରସ୍ତାବ ଆସିଛି । ତିନିଦିନିଆ ଗୁଜରାଟ ଗସ୍ତ ସାରି ଫେରିବା ପରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।Capital worth Rs 48,000 crores has come to the state, the Chief Minister informed after returning from his visit to Gujarat.