ଭୁବନେଶ୍ବର: କେନ୍ଦ୍ର ସରକାର ଓଡିଶାକୁ ଧାର୍ଯ୍ୟ ସମୟରେ ଯେତିକି ସାର ଯୋଗାଇବା କଥା ସେଥିରେ ବିଫଳ ହୋଇଛନ୍ତି । ଓଡିଶାକୁ ସାର ଯୋଗାଣ ବାବଦରେ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟକୁ ଆବଶ୍ୟକ ପରିମାଣର ସାର ମିଳୁନଥିବାରୁ ଉଦବୋଗ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ