ରାଜ୍ୟରେ ଆଉ ୧୦୨ରୁ ପିଲା କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଶୂନରୁ ୧୮ ବର୍ଷ ମଧ୍ୟରେ ୧୦୨ ଜଣ ଅଛନ୍ତି। ସେହିପରି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୪୪୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୧୯ଟି ହେଉଛି ଲୋକାଲ୍ କେସ୍ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୧୪ ଜଣ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia