ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ଉପର ମୁହାଁ ହେବାରେ ଲାଗିଛି। କ୍ରମାଗତ ୩ ଦିନ ଧରି ଦୈନିକ ସଂକ୍ରମଣ ୧୦ ହଜାରରୁ ଅଧିକ ରହିଛି। ଆଜି ରାଜ୍ୟରେ ୧୦୮୫୬ ଜଣ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୦୨୧ ଜଣ ୧୮ ବର୍ଷରୁ କମ ବୟସର ପିଲାଙ୍କୁ କରୋନା ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ