ଭୁବନେଶ୍ୱର: ରାଜ୍ୟରେ ଏବେ ମାତ୍ର ୨ ଲକ୍ଷ ୨୧ ହଜାର ଡୋଜ କୋଭିସିଲ୍ଡ ରହିଛି । ଆଉ ଏହି ଟିକା ଆସନ୍ତା ଦୁଇ ତିନି ଦିନ ମଧ୍ୟରେ ରାଜ୍ୟରୁ ସରିଯିବ ବୋଲି ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ପ୍ରଫେସର ବିଜୟ ପାଣିଗ୍ରାହୀ । ସବୁ ଜିଲ୍ଲାରେ କମ ସଂଖ୍ୟକ କୋଭିସିଲଡ଼ ଟିକା ଅଛି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ଆଫଗାନିସ୍ତାନ ବିପକ୍ଷ ପାଇଁ ଭାରତୀୟ ଟିମ୍ ଘୋଷଣା; ଜାଣନ୍ତୁ ବିରାଟ-ରୋହିତ ଖେଳିବେ କି ନାହିଁ
ପୂର୍ବାଞ୍ଚଳ କୃଷି ସମ୍ମିଳନୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଆଜିଠୁ ଆହୁରି ବଢ଼ିବ ତାତି, ସାରା ରାଜ୍ୟକୁ ଆଲର୍ଟ ଜାରି