ନୂଆଦିଲ୍ଲୀ: ବଦଳିବ ରାଷ୍ଟ୍ରପତି ଭବନ ଖାଦ୍ୟ ତାଲିକା । ମେନ୍ୟୁରେ ସାମିଲ ହୋଇପାରେ ଓଡ଼ିଶାର ପାରମ୍ପରିକ ଖାଦ୍ୟ । ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ଶପଥ ନେବା ପରଠାରୁ ରାଷ୍ଟ୍ରପତି ଭବନ ଖାଦ୍ୟ ତାଲିକା (ମେନୁ)ରେ ଓଡ଼ିଶାର ପାରମ୍ପରିକ ଖାଦ୍ୟ ଓ ଆଦିବାସୀ ବ୍ୟଞ୍ଜନ ସାମିଲ ହୋଇପାରେ ବୋଲି ଚର୍ଚ୍ଚା ଜୋର ଧରିଛି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ