ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ଵବର୍ତ୍ତୀ ସମୁଦ୍ର ମଧ୍ୟରେ ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରିରହିଛି ଲଗାଣ ବର୍ଷା । ଉପକୂଳ ସମେତ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷାର ପ୍ରଭାବ ଜାରି । ଭୁବନେଶ୍ୱର ଏବଂ କଟକରେ ତୁହାକୁ ତୁହା ଲଗାଣ ବର୍ଷା ଲାଗି ରହିଛି ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ