ଲଘୁଚାପ ପ୍ରଭାବ: ୧୪ରୁ ୧୬ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ମୌସୁମୀ ଓ ଲଘୁଚାପ ଜନିତ ବର୍ଷା । ତେବେ ଆସନ୍ତା ୧୨-୧୩ ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହା ପ୍ରଭାବରେ ରାଜ୍ୟରେ ଆସନ୍ତା ୧୪ରୁ ୧୬ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେପଟେ ଆସନ୍ତା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia