ଶେଷ ହେଲା ସବୁ ସସପେନ୍ସ ; କେରଳର ନୂଆ ମୁଖ୍ୟମନ୍ତ୍ରୀ ଭିଡି ସତୀଶନ

କେରଳ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବାର ଦଶ ଦିନ ପରେ, ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କୁ ନେଇ ସସପେନ୍ସ ଆଜି ଶେଷ ହୋଇଛି। ଭିଡି ସତୀଶନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ।ଭିଡି ସତୀଶନ କେରଳରୁ ଛଅ ଥର ବିଧାୟକ ରହିସାରିଛନ୍ତି। All suspense is over; V.D. Satish is the new Chief Minister of Kerala