ଭୁବନେଶ୍ବର: ରାଜ୍ୟ ମନ୍ତ୍ରୀ ମଣ୍ଡଳ ଅଦଳବଦଳ ନେଇ ଚର୍ଚ୍ଚା । ରାଜ୍ୟ ସମସ୍ତ ମନ୍ତ୍ରୀଙ୍କୁ ଇସ୍ତଫା ଦେବା ପାଇଁ କୁହାଯାଇଥିବା ସୂଚନା । ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ହସ୍ତତନ୍ତ୍ର ବୟନ ଶିଳ୍ପ ପଦ୍ମିନୀ ଦିଆନ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ ଇସ୍ତଫା ଦେବା ପାଇଁ କୁହାଯାଇଥିବା ଚର୍ଚ୍ଚା ହେଉଛି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ