ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି । ବାତ୍ୟା ପାଇଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି । ଉପକୂଳବର୍ତ୍ତୀ ଜିଲ୍ଲା ସହ ଗଜପତି ଜିଲ୍ଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସମ୍ଭାବ୍ୟ ବାତ୍ୟାକୁ ନେଇ ଆଜି ଅପରାହ୍ନ ୪ଟାରେ ବସୁଛି ଉଚ୍ଚସ୍ତରୀୟ ବୈଠକ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ