ସରକାରୀ କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୫୮ରୁ ୬୦ ପ୍ରତିଶତକୁ ବୃଦ୍ଧି ପାଇଛି।Expensive allowances of government employees increased