ହନୁମାନ ଚାଲିସା ବିବାଦ : FIR ରଦ୍ଦ କରିବାକୁ ବମ୍ବେ ହାଇକୋର୍ଟରେ ଆବେଦନ କରିଛନ୍ତି ନବନୀତ ରାଣା

ମୁମ୍ବାଇ : ହନୁମାନ ଚାଲିସାକୁ ନେଇ ମହାରାଷ୍ଟ୍ରରେ ଆରମ୍ଭ ହୋଇଥିବା ବିବାଦ ଥମିବାର ନାମ ନେଉନାହିଁ । ମୁଖ୍ୟମନ୍ତ୍ରୀ ଉଦ୍ଦବ ଠାକରେଙ୍କ ଘର ବାହାରେ ହନୁମାନ ଚାଲିସା ପାଠ କରିବା ଘୋଷଣା ପରେ ମୁମ୍ବାଇ ପୋଲିସ ସାଂସଦ ନବନୀତ୍ ରାଣା ଏବଂ ତାଙ୍କ ସ୍ୱାମୀ ରବି ରାଣାଙ୍କୁ ଗିରଫ କରିଛି । ଉଭୟ ଧାର୍ମିକ ସମନ୍ୱୟକୁ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia