ଭୁବନେଶ୍ୱର: ହାଇ ସିକ୍ୟୁରିଟି ନମ୍ବର ପ୍ଲେଟକୁ ନେଇ ଏବେ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଥିବା ବେଳେ ବିଧାନସଭାରେ ମଧ୍ୟ ଏହି ପ୍ରସଙ୍ଗ ଉଠିଛି । ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟକୁ ନେଇ କିଛି ପ୍ରଶ୍ନ ପଚାରିଥିଲେ । ଯାହାର ଲିଖିତ ଉତ୍ତର ରଖିଥିଲେ ବିଭାଗୀୟ ମନ୍ତ୍ରୀ ଟୁକୁନି ସାହୁ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ