୧୦ଟି ପ୍ରସ୍ତାବରେ ରାଜ୍ୟ କ୍ୟାବିନେଟ୍ ମୋହର

୧୦ଟି ପ୍ରସ୍ତାବରେ ରାଜ୍ୟ କ୍ୟାବିନେଟ୍ ମୋହର। ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୭ଟି ବିଭାଗର ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। କୋର୍ଟରେ ମହିଳା ଗ୍ରୁପ୍-ଡି କର୍ମଚାରୀ ଜୁନିଅର୍ କ୍ଲର୍କ୍ ହୋଇପାରିବେ। State Cabinet approves 10 proposals