୧୪ରେ ମୁଖ୍ୟମନ୍ତ୍ରୀଙ୍କ ସୁନ୍ଦରଗଡ଼ ଗସ୍ତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୪ ତାରିଖରେ ସୁନ୍ଦରଗଡ଼ ଗସ୍ତରେ ଯିବେ। ସେଠାରେ ସେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ। ମୁଖ୍ୟମନ୍ତ୍ରୀଙ୍କର ଏହା ସରକାରୀ କାର୍ଯ୍ୟକ୍ରମ ଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଆବଶ୍ୟକ ପ୍ରସ୍ତୁତ ଚାଲିଛି। ତେବେ ଏହି ଗସ୍ତକୁ ପ୍ରଭାବୀ କରିବା ପାଇଁ ବିଜେଡି ପକ୍ଷରୁ ମଧ୍ୟ ଆବଶ୍ୟକ ପ୍ରସ୍ତୁତି

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia