୧୭ଟି ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ, ଆଇଟି ପଲିସି ୨୦୨୨ ଉପରେ ବାଜିଲା ମୋହର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ବସିଛି ରାଜ୍ୟ କ୍ୟାବିନେଟ ବୈଠକ । ଏହି ବୈଠକରେ ୧୭ଟି ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି । କ୍ୟାବିନେଟ୍ ନିଷ୍ପତ୍ତି ନେଇ ଗୃହରେ ଅବଗତ କଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ । ଆଇଟି ପଲିସି ୨୦୨୨ ଉପରେ ବାଜିଲା କ୍ୟାବିନେଟ ମୋହର । ତେବେ ନଜର ପକାନ୍ତୁ ଅନ୍ୟ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia