ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟରେ ପ୍ରଚଳିତ ସମସ୍ତ ବିଦ୍ୟାଳୟରେ ଚଳିତ ଅକ୍ଟୋବର ୨୧ ତାରିଖରୁ ଏକାଦଶ ଶ୍ରେଣୀ ପାଇଁ ଅଫ୍ଲାଇନ୍ ଶିକ୍ଷାଦାନ କାର୍ଯ୍ୟକ୍ରମ ଆରମ୍ଭ ହେବ। ଅକ୍ଟୋବର ୨୫ ତାରିଖରୁ ରାଜ୍ୟର ସମସ୍ତ ବିଦ୍ୟାଳୟରେ ଅଷ୍ଟମ ଶ୍ରେଣୀର ଅଫ୍ଲାଇନ୍ ଶିକ୍ଷାଦାନ ଆରମ୍ଭ ହେବ। କୋଭିଡ୍ ମାର୍ଗଦର୍ଶିକା ଅନୁଯାୟୀ ଶିକ୍ଷାଦାନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। {image-school1-1634300223.jpg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ