ଭୁବନେଶ୍ୱର: ଗତ ୨୪ ଘଣ୍ଟା ଭିତରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪୪୭ ନୂଆ ସଂକ୍ରମିତ । ଯାହା ଭିତରେ ୧୮ ବର୍ଷରୁ କମ ବୟସର ୭୮ ଜଣ ସଂକ୍ରମିତ ରହିଛନ୍ତି । ତେବେ ଏହି ସଂକ୍ରମିତଙ୍କ ମଧ୍ୟରୁ ୨୬୦ ଜଣ କ୍ୱାରେଣ୍ଟାଇନରୁ ଓ ୧୮୭ ଜଣ ସ୍ଥାନୀୟ ସଂକ୍ରମିତ ଥିବା ରାଜ୍ୟ ସରକାରଙ୍କ ତରଫରୁ ସୂଚନା ଦିଆଯାଇଛି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ