୨୯ରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ

ଭୁବନେଶ୍ୱର: ଆସନ୍ତା ୨୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଦକ୍ଷିଣ ଆଣ୍ଡାମାନ ସାଗରରେ ଏହି ଲଘୁଚାପ ସୃଷ୍ଟି ହୋଇ ଘନୀଭୂତ ହେବ। ୪୮ ଘଣ୍ଟା ମଧ୍ୟରେ ଲଘୁଚାପଟି ଅଧିକ ଶକ୍ତିଶାଳୀ ହୋଇ ପଶ୍ଚିମ-ଉତ୍ତର- ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହାର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia