ଅବପାତରେ ପରିଣତ ହେଲା ଲଘୁଚାପ, ପ୍ରଭାବରେ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହୋଇଛି । ଆଜି ସକାଳ ୮.୩୦ ସମୟରେ ସୁଦୃଶଃ -ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଗୋଟିଏ ଅବପାତ ରେ ପରିଣତ ହୋଇଛି । ଏହା ବର୍ତ୍ତମାନ ଓଡିଶା ଉପକୂଳ ପାର୍ଶ୍ଵବର୍ତ୍ତୀ ୨୦.୮ ଡ଼ିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୮୫.୬ ଡ଼ିଗ୍ରୀ ପୂର୍ବ ଦ୍ରାଘିମା ନିକଟରେ ଭୁବନେଶ୍ୱର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia