ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋଜି ପରିଡ଼ା ଏବଂ ବ୍ରହ୍ମପୁର ଆରକ୍ଷୀ ଅଧୀକ୍ଷକ ଡ ଶ୍ରବଣା ବିବେକ୍ ଏମ୍ ସୋମବାର ମିଳିତ ଭାବେ ଅଭିଯୋଗ ଶୁଣାଣି ଶିବିରରେ ଉପସ୍ଥିତ ଥିବା ବେଳେ ଜଣେ ଦିବ୍ୟାଙ୍ଗ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଯୁବକ ଜଣଙ୍କୁ ସଙ୍ଗେସଙ୍ଗେ ଉଦ୍ଧାର କରାଯାଇ ଗୁରୁତର ଅବସ୍ଥାରେ ଏମକେସିଜି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । {image-whatsappimage2022-07-25at6-08-20pm-1658753246.jpeg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ